www.samajalive.in
Tuesday, December 9, 2025
23.1 C
Bhubaneswar

ଅଗ୍ନିକାଣ୍ଡରେ ୩ଟି ପରିବାର ସର୍ବସ୍ବାନ୍ତ; ଜଳିଗଲା ୧୦ ବଖରା ଘର

ଭଦ୍ରକ : ଭଦ୍ରକ ଜିଲ୍ଲାର ବଣିଆ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡରେ ୩ଟି ପରିବାର ସର୍ବସ୍ବାନ୍ତ ହୋଇଛନ୍ତି । ଅଗ୍ନିକାଣ୍ଡରେ ଘଟି ୮ ବଖରା ଘର ଜଳି ଯାଇଥିବା ବେଳେ ୫ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ସ୍ଥାନୀୟଲୋକଙ୍କ ଠାରୁ ସୂଚନା ପାଇ ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories