www.samajalive.in
Thursday, December 11, 2025
14.1 C
Bhubaneswar

ସଡକ ଦୁର୍ଘଟଣାରେ ଜଣେ ମୃତ, ୨ ଗୁରୁତର

ବଲାଙ୍ଗୀର : ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ବଲାଙ୍ଗୀର ଜିଲା ମହିମୁଣ୍ଡା ରାସ୍ତା ଖଲିଆପାଲି ନିକଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ବାପାମା’ ଓ ପୁଅ ବାଇକରେ ଯାଉଥିବା ବେଳେ ସେମାନଙ୍କୁ ସାମନା ପଟୁ ଏକ ଟ୍ରକ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ମା’ଙ୍କର ମୃତ୍ୟୁ ହୋଇଥିବା ବେଳେ ବାପା ଓ ପୁଅ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବାପାଙ୍କୁ ବଲାଙ୍ଗୀର ଓ ପୁଅକୁ ବୁର୍ଲାକୁ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories