www.samajalive.in
Saturday, December 6, 2025
16.1 C
Bhubaneswar

ସନ୍ଧ୍ୟା ୫ଟା ସୁଦ୍ଧା ୪ଟି ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ଶୁକ୍ରବାର ସନ୍ଧ୍ୟା ୫ଟା ସୁଦ୍ଧା ସତର୍କ ରହିବା ପାଇଁ ଚାରୋଟି ଜିଲ୍ଲାକୁ ପରାମର୍ଶ ଦିଆଯାଇଛି । ଗଜପତି, ଗଞ୍ଜାମ, କୋରାପୁଟ ଓ ମୟୁରଭଞ୍ଜ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ଘରୁ ବାହାରିବା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବାରଣ କରାଯାଇଛି ।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories