www.samajalive.in
Wednesday, December 10, 2025
26.1 C
Bhubaneswar

ପେଟ୍ରୋଲ ପମ୍ପରୁ ଲୁଟ୍ ଅଭିଯୋଗ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲା ଧରୁଆଡିହି ଥାନା ଗଡ଼ିଆଯୋର ପାଖ ପେଟ୍ରୋଲ ପମ୍ପରୁ ୫ଜଣ ଦୁର୍ବୃତ୍ତ ଫାଙ୍କା ଗୁଳି ଚାଳନା କରି ପାଖାପାଖି ଦେଢ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତଙ୍କ ମାଡ଼ରେ ପେଟ୍ରୋଲ ପମ୍ପ ମ୍ୟାନେଜର ଆହତ ହୋଇଥିବା ଜଣାପଡିଛି।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories