ଅନୁଗୁଳ : ଅନୁଗୁଳର ୫୫ ନମ୍ବର ଜାତୀୟ ରାଜପଥର ପଞ୍ଚମହଲା ନିକଟରେ ଏକ ଟ୍ରକ ଜଳିଯାଇଛି। ଏଥିରୁ ଟ୍ରକର ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡିଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସୂଚନାଯୋଗ୍ୟ ଯେ, ଟ୍ରକଟି ବର୍ଜ୍ୟବସ୍ତୁ ନେଇ ସମ୍ବଲପୁରରୁ ଅନୁଗୁଳ ଅଭିମୁଖେ ଯାଉଥିବା ବେଳେ ଏହି ଅଗ୍ନିକାଣ୍ଡ ଘଟିଥିଲା। ତେବେ କିଛି ସମୟ ପରେ ନିଆଁକୁ ଆୟତ୍ତ କରାଯାଇଥିବା ଜଣାପଡିଛି।
Popular Categories



