www.samajalive.in
Saturday, December 13, 2025
26.1 C
Bhubaneswar

କୋରାପୁଟ ଆଇନଜୀବୀ ସଂଘ ନିର୍ବାଚନ : ସଭାପତି ସୁଦର୍ଶନ ଗୌଡ ନିର୍ବାଚିତ

କେରାପୁଟ : କେରାପୁଟ ଜିଲା ଆଇନଜୀବୀ ସଂଘର ନିର୍ବାଚନ ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ ନିର୍ଦେଶକ୍ରମେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁଦର୍ଶନ ଗୌଡ଼ ସଭାପତି ଭାବେ ନିର୍ବାଚିତ ହୋଇଥିବା ବେଳେ ଉପସଭାପତି ଭାବେ ନମିତା ମହାନ୍ତି ଏବଂ ଜେନେରାଲ ସେକ୍ରେଟେରୀ ଭାବେ ସୁନିଲ କୁମାର ଜେନା ମନୋନୀତ ହୋଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories