www.samajalive.in
Sunday, December 7, 2025
26.1 C
Bhubaneswar

ସରକାରକୁ ଆସିଲେ ଆନ୍ଧ୍ରକୁ ସ୍ୱତନ୍ତ୍ର ପାହ୍ୟା ମାନ୍ୟତା – ରାହୁଲ ଗାନ୍ଧୀ

ବିଜୟୱାଡା: କଂଗ୍ରେସ କ୍ଷମତାକୁ ଆସିଲେ ଆନ୍ଧ୍ର ପ୍ରଦେଶକୁ ସ୍ୱତନ୍ତ୍ର ପାହ୍ୟା ମାନ୍ୟତା ଦେବ। ରବିବାର ଆନ୍ଧ୍ରପ୍ରଦେଶରେ ନିର୍ବାଚନ ପ୍ରଚାର ଆରମ୍ଭ କରି କଂଗ୍ରେସ ଅଧ୍ୟକ୍ଷ କହିଛନ୍ତି ଯେ ଯଦି କଂଗ୍ରେସ କେନ୍ଦ୍ରରେ ସରକାର ଗଠନ କରେ, ଆନ୍ଧ୍ରପ୍ରଦେଶକୁ ସ୍ୱତନ୍ତ୍ର ପାହ୍ୟା ମାନ୍ୟତା ଦିଆଯିବ। ରାଜ୍ୟରେ ଥିବା ରାଜନୈତିକ ଦଳଗୁଡିକ ସ୍ୱତନ୍ତ୍ର ପାହ୍ୟା ମାନ୍ୟତା ନେଇ ଦୃଢ଼ ଭାବେ ଦାବୀ କରିପାରିନଥିବା ସେ କହିଛନ୍ତି।

ଅତ୍ୟନ୍ତ ଦୁର୍ବଳ ଶ୍ରେଣୀର ଲୋକଙ୍କ ବିକାଶ ପାଇଁ କଂଗ୍ରେସ ନ୍ୟାୟ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ପ୍ରତିଶୃତିବଦ୍ଧ ଏବଂ ଏହା ଅହିଂସା ଅସ୍ତ୍ର ଭଳି କାର୍ଯ୍ୟ କରିବ ବୋଲି ରାହୁଲ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରି କଂଗ୍ରେସ ଅଧ୍ୟକ୍ଷ କହିଛନ୍ତି, ମୋଦୀ ମନରେଗାର ମୂଳ ନୀତିକୁ ସମ୍ପୂର୍ଣ ନଷ୍ଟ କରିଛନ୍ତି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories