www.samajalive.in
Tuesday, December 9, 2025
15.1 C
Bhubaneswar

କଟକ ବିଗ୍ ବଜାରରେ ଅଗ୍ନିକାଣ୍ଡ

କଟକ : କଟକ ଦରଘା ବଜାର ସ୍ଥିତ ବିଗ୍‌ ବଜାରରେ ଅଗ୍ନିକାଣ୍ଡ ଘଟିଛି। ବିଗ୍‌ ବଜାରର ଚତୁର୍ଥ ମହଲାରେ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ତିନୋଟି ଦମକଳ ଘଟଣାସ୍ଥଳକୁ ଯାଇ ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି। ତେବେ ନିଆଁ କିପରି ଲାଗିଲା ତାହା ଅସ୍ପଷ୍ଟ ରହିଛି।

ସୂଚନାଯୋଗ୍ୟ ଯେ, ସୋମବାର ଭୋର ସମୟରେ ବିଗ୍ ବଜାରର ଚତୁର୍ଥ ମହଲାରେ ହଠାତ ନିଆଁ ଲାଗିଯାଇଥିଲା। ଦମକଳ ବାହିନୀ ପ୍ରାୟ ଦେଢ ଘଣ୍ଟା କାଳ ପରିଶ୍ରମ କରି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି। ଚତୁର୍ଥ ମହଲାର ସବୁ ଜିନିଷ ପୋଡି ନଷ୍ଟ ମଧ୍ୟ ହୋଇଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories