www.samajalive.in
Thursday, December 11, 2025
18.1 C
Bhubaneswar

ଆଇପିଏଲ-୨୦୧୯ : ଆଜି ଦିଲ୍ଲୀ ଓ ପଞ୍ଜାବ ମଧ୍ୟରେ ମୁକାବିଲା

ମୋହାଲି: ଆଇପିଏଲ-୨୦୧୯ରେ ସୋମବାର ଗୋଟିଏ ମାତ୍ର ମ୍ୟାଚ ଅନୁଷ୍ଠିତ ହେବ। ମୋହାଲିଠାରେ ରାତି ୮ଟାରେ କିଙ୍ଗ୍ସ ଏକାଦଶ ପଞ୍ଜାବ ଓ  ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମୁକାବିଲା ଅନୁଷ୍ଠିତ ହେବ।

ଦିଲ୍ଲୀ କ୍ୟାପିଟାଲ୍ସ ବର୍ତ୍ତମାନ ସୁଦ୍ଧା ୩ଟି ମ୍ୟାଚ ଖେଳି ୨ଟି ବିଜୟ ଓ ଗୋଟିଏ ପରାଜୟ ସହିତ ୪ ପଏଣ୍ଟ ପାଇ ୪ର୍ଥ ସ୍ଥାନରେ ଥିବାବେଳେ, କିଙ୍ଗ୍ସ ଏକାଦଶ ପଞ୍ଜାବ ସେହି ୩ଟି ମ୍ୟାଚ ଖେଳି ୨ଟି ବିଜୟ ଓ ଗୋଟିଏ ପରାଜୟ ସହିତ ୪ ପଏଣ୍ଟ ପାଇ ୫ମ ସ୍ଥାନରେ ରହିଛି।

- Advertisement -

ରବିବାର ରାତିରେ ଚେନ୍ନାଇ ସୁପରକିଙ୍ଗ୍‍ସ,ରାଜସ୍ଥାନ ରୟାଲସ୍‍କୁ ୮ରନରେ ପରାସ୍ତ କରିଥିବାବେଳେ ଅନ୍ୟ ଏକ ମ୍ୟାଚରେ ସନ୍‍ରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲର୍ସକୁ ୧୧୮ରନରେ ପରାଜିତ କରିଛି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories