www.samajalive.in
Monday, December 8, 2025
27.1 C
Bhubaneswar

ଗୋଷ୍ଠୀ ସଂଘର୍ଷ, ଛୁରା ଓ ଏସିଡ ମାଡରେ ୪ ଆହତ

ପୁରୀ : ବ୍ରହ୍ମଗିରିରେ ଗୋଷ୍ଠୀ ସଂଘର୍ଷରୁ ଚାରି ଜଣ ଆହତ ହୋଇଛନ୍ତି। ଗୋଟିଏ ଗୋଷ୍ଠୀ କାଜୁ ବଗିଚାରେ ନିଆଁ ଲଗାଇଥିବା ସହ ଛୁରାମାଡ ଓ ଏସିଡ ମାଡ କରିଥିବା ଜଣାପଡିଛି। ଛୁରା ମାଡ ଓ ଏସିଡ ମାଡରେ ୪ଜଣ ଆହତ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ବ୍ରହ୍ମଗିରି ଶାହାଜାନପୁରରେ କୌଣସି କାରଣରୁ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ଗୋଟିଏ ଗୋଷ୍ଠୀ କାଜୁ ବଗିଚାରେ ନିଆଁ ଲଗାଇ ଦେଇଥିବା ବେଳେ ଛୁରା ମାଡ ଓ ଏସିଡ ମାଡ କରିଥିଲେ। ଫଳରେ ୪ଜଣ ଆହତ ହୋଇ ସ୍ଥାନୀୟ ମେଡିକାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି। ପଡୋଶୀ ଗ୍ରାମବାସୀ ଏ ନେଇ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories