www.samajalive.in
Saturday, December 13, 2025
27.1 C
Bhubaneswar

ଘରୋଇ ଆମ୍ବୁଲାନ୍ସ ଧକ୍କାରେ ଦୁଇ ମୃତ

ବାରିପଦା : ଆମ୍ବୁଲାନ୍ସ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଯାଇଚି। ବାରିପଦା-ଉଦଳା ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ମୃତକ ଦୁଇ ଜଣ ନୂଆଗାଁର ବୋଲି ଜଣାପଡିଛି। ଦୁର୍ଘଟଣା ପରେ ଲୋକମାନେ ଆମ୍ବୁଲାନ୍ସର ଡ୍ରାଇଭରଙ୍କୁ ଧରି ପୁଲିସ ଜିମା ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ବାରିପଦାର ଦୁଇ ଜଣ ବ୍ୟକ୍ତି କାମ ସାରି ବାଇକ ଯୋଗେ ନିଜ ଘରକୁ ଫେରୁଥିଲେ। ସେହି ସମୟରେ ଏକ ଘରୋଇ ଆମ୍ବୁଲାନ୍ସ ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଥିଲା। ଗୁରୁତରଙ୍କୁ ଚିକିତ୍ସା ନିମନ୍ତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା।

- Advertisement -

 

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories