www.samajalive.in
Thursday, December 11, 2025
18.1 C
Bhubaneswar

ଡମ୍ପର ଧକ୍କାରେ ମହିଳା ମୃତ

ରାଉରକେଲା : ଡମ୍ପର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇଛି। ଏହି ଘଟଣା ରାଉରକେଲା ସ୍ଥିତ ପାନପୋଷ ଛକରେ ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳି ପାରିନାହିଁ। ଡମ୍ପର ଚାଳକକୁ ଗାଡି ସହ ଅଟକ ରଖାଯାଇଥିବା ଜଣାପଡିଛି। ମହିଳାଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।

ସୂଚନାଯୋଗ୍ୟ ଯେ, ମହିଳା ଜଣକ ସ୍କୁଟିରେ ଆସୁଥିବା ବେଳେ ତାଙ୍କୁ ଡମ୍ପର ଗାଡିଟି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଛି।

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories