ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ
ବାଲିଗୁଡା : ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଯାଇଛି। ମଙ୍ଗଳବାର ରାତିରେ ତାଙ୍କୁ ଘର ନିକଟରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଯୁବତୀଙ୍କର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
Comments are closed.