www.samajalive.in
Thursday, December 11, 2025
18.1 C
Bhubaneswar

‘ମେ ଭି ଚୌକିଦାର ହୁଁ’ କାର୍ଯ୍ୟକ୍ରମ ପ୍ରସାରଣ ପାଇଁ ଦୂରଦର୍ଶନକୁ ନିର୍ବାଚନ ଆୟୋଗଙ୍କ ନୋଟିସ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ମେ ଭି ଚୌକିଦାର ହୁଁ’ କାର୍ଯ୍ୟକ୍ରମର ପ୍ରସାରଣ କରିଥିବାରୁ ଦୂରଦର୍ଶନକୁ ଭାରତୀୟ ନିର୍ବାଚନ କମିଶନ କାରଣଦର୍ଶାଅ ନୋଟିସ ଜାରି କରିଛନ୍ତି। ଗତ ମାର୍ଚ୍ଚ ୩୧ ତାରିଖରେ ଦୂରଦର୍ଶନରେ ପାଖାପାଖି ଦେଢ଼ଘଣ୍ଟା ଧରି ଏହି କାର୍ଯ୍ୟକ୍ରମ ପ୍ରସାରିତ ହୋଇଥିଲା। ଏ ନେଇ ବିରୋଧୀଙ୍କ ପକ୍ଷରୁ ନିର୍ବାଚନ ଆୟୋଗଙ୍କ ନିକଟରେ ଅଭିଯୋଗ କରାଯାଇଥିଲା।

ସେହିପରି ଗତ ମାର୍ଚ୍ଚ ୩୧ ତାରିଖରେ ଆରମ୍ଭ ହୋଇଥିବା ନମୋ ଟିଭିକୁ ନେଇ ନିର୍ବାଚନ ଆୟୋଗ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟକୁ ରିପୋର୍ଟ ତଲବ କରିଛନ୍ତି। ନିର୍ବାଚନ ପୂର୍ବରୁ ଟିଭି ଲଞ୍ଚ କରାଯାଇଥିବାରୁ ଆୟୋଗ ଏହା ଉପରେ ପ୍ରଶ୍ନ ଉଠାଇଛନ୍ତି। ନମୋ ଟିଭି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବିଜେପିର ପ୍ରଚାର କରୁଛି।

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories