www.samajalive.in
Thursday, December 11, 2025
27.1 C
Bhubaneswar

ଅନନ୍ତନାଗରୁ ପ୍ରାର୍ଥୀ ପତ୍ର ଦାଖଲ କଲେ ମେହେବୁବା

ଶ୍ରୀନଗର : ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ସଭାପତି ମେହେବୁବା ମୁଫ୍‍ତି ଅନନ୍ତନାଗ ଲୋକସଭା ଆସନରୁ ମଙ୍ଗଳବାର ମନୋନୟନ ପତ୍ର ଦାଖଲ କରିଛନ୍ତି । ତୃତୀୟ ପର୍ଯ୍ୟାୟରେ ଆସନ୍ତା ୨୩ ତାରିଖରେ ଏଠାରେ ମତଦାନ ଅନୁଷ୍ଠିତ ହେବ।

୨୦୦୪ ଓ ୨୦୧୪ ଲୋକସଭା ନିର୍ବାଚନରେ ସେ ଏହି ଅନନ୍ତନାଗ ଲୋକସଭା ଆସନରୁ ବିଜୟୀ ହୋଇଥିଲେ।

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

Related Articles

Popular Categories