www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌ ; ଅଞ୍ଜଳି ସୋରେନ ମୟୂରଭଞ୍ଜ ଲୋକସଭା ପ୍ରାର୍ଥୀ

ଦ୍ୱାରଶୁଣି/ବଡ଼ସାହି : ମୟୁରଭଞ୍ଜ ପାଇଁ ପ୍ରାର୍ଥୀ ଘୋଷଣା କଲା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)। ମୟୂରଭଞ୍ଜର ଲୋକସଭା ଓ ୫ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ଜେଏମ୍‌ଏମ୍‌ ସୁପ୍ରିମୋ ସିବୁ ସୋରେନ୍‌ଙ୍କ ଝିଅ ଅଞ୍ଜଳି ସୋରେନ ହୋଇଛନ୍ତି ମୟୂରଭଞ୍ଜର ଲୋକସଭା ପ୍ରାର୍ଥୀ ସାରସକଣା ବିଧାନସଭାରୁ ମହେଶ ଚନ୍ଦ୍ର ହେମ୍ବ୍ରମ, ବାଙ୍ଗିରିପୋଷିରୁ ସୁନ୍ଦର ମୋହନ ସିଂହ, ମୋରଡ଼ାରୁ କଳିଙ୍ଗ କେଶରୀ ଜେନା, ବୀରମିତ୍ରପୁରରୁ ସେବିୟନ ଆଇନ୍ଦ ଓ ରାଇରଙ୍ଗପୁରରୁ ସୁନାରାମ ଟୁଡୁ ପ୍ରାର୍ଥୀ ହୋଇଛନ୍ତି।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories