www.samajalive.in
Sunday, December 7, 2025
23.1 C
Bhubaneswar

ରାହୁଲ୍‍ ଗାନ୍ଧି ଓ ସୀତାରାମ ୟେଚୁରୀଙ୍କୁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ସାମ୍ବାଦିକ ଗୌରୀ ଲଙ୍କେଶ ହତ୍ୟା ମାମଲାରେ ଆର୍‍.ଏସ୍‍.ଏସ୍‍.କୁ ବଦନାମ କରିବା ଅଭିଯୋଗରେ କଂଗ୍ରେସ ସଭାପତି ରାହୁଲ୍‍ ଗାନ୍ଧି ଏବଂ ସି.ପି.ଏମ୍‍. ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କୁ ଏପ୍ରିଲ୍‍ ୩୦ ତାରିଖ ପୂର୍ବରୁ କୋର୍ଟରେ ହାଜର ହେବା ପାଇଁ ମୁମ୍ବାଇର ଏକ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆର୍‍.ଏସ୍‍.ଏସ୍‍. କର୍ମୀ ବିବେକ ଚମ୍ପାନେର୍‍କର ଏ ସମ୍ପର୍କରେ ଏକ ଦେୱାନୀ ମାନହାନି ମୋକଦ୍ଦମା ଦାୟର୍‍ କରିଥିଲେ। ସିଭିଲ୍‍ ଜଜ୍‍ ଜେ.ଏସ୍‍. ଭାଟିଆ ଶ୍ରୀ ଗାନ୍ଧି ଏବଂ ଶ୍ରୀ ୟେଚୁରୀଙ୍କୁ କୋର୍ଟରେ ହାଜର ହେବାପାଇଁ ସମନ୍‍ ଜାରି କରିଛନ୍ତି। ୨୦୧୭ ମସିହା ସେପ୍ଟେମ୍ବର ମାସରେ ଲଙ୍କେଶ୍‍ଙ୍କୁ ବେଙ୍ଗାଲୁରୁସ୍ଥିତ ତାଙ୍କ ବାସଗୃହ ବାହାରେ ହତ୍ୟା କରାଯାଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories