www.samajalive.in
Monday, December 8, 2025
14.1 C
Bhubaneswar

ସ୍କୁଲ ପଛରେ ହାତୀ, ଲୋକେ ଭୟଭୀତ

ବିନିକା : ସାରଙ୍ଗପାଲ୍ଲୀ ସ୍କୁଲ ପଛ ପ​‌ଟେ ଦୁଇଟି ହାତୀ ଦେଖିବାକୁ ମିଳିଛି। ହାତୀ ଦୁଇଟି ଭେଡେନରୁ ଜିରା ନଦୀ ପାର ହୋଇ ପଳାଇ ଆସିଥିବା କୁହାଯାଉଛି। ସେମାନେ ବ୍ୟାପକ ଫସଲ ନଷ୍ଟ କରିଥିବା ଜଣାପଡିଛି। ହାତୀଙ୍କୁ ଦେଖି ଲୋକମାନେ ଭୟଭୀତ ହୋଇ ରହିଛନ୍ତି। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀଙ୍କୁ ଘଉଡାଇବାକୁ ଉଦ୍ୟମ ଆରମ୍ଭ କରିଥିବା ଜଣାପଡିଛି।

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories