ବାଲେଶ୍ବର : ରୁପସାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି। ତେବେ ମଦ ବ୍ୟବସାୟକୁ କେନ୍ଦ୍ର କରି ଏଭଳି କାଣ୍ଡ ହୋଇଛି। ଯୁବକ ଜଣଙ୍କୁ ଭୁଜାଲିରେ ଆକ୍ରମଣ କରିବାରୁ ସେ ଗୁରୁତର ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବାଲେଶ୍ବର ମେଡିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Popular Categories



