www.samajalive.in
Saturday, December 6, 2025
23.1 C
Bhubaneswar

ମସଲା ମଟନ

ଆବଶ୍ୟକ ସାମଗ୍ରୀ
ମଟନ – ୫୦୦ ଗ୍ରାମ
ତେଲ – ଆବଶ୍ୟକ ପରିମାଣରେ
କଟା ପିଆଜ – ୩ଟି
ତେଜପତ୍ର – ୩ଟି
ଗୋଟା ଜିରା, ଧନିଆ, ଡ଼ାଲଚିନି, ବଡ଼ ଅଳେଇଚ, ଗୁଜୁରାତି, ଜାଇତ୍ରି ଫଳ
ଲୁଣ – ଆବଶ୍ୟକ ପରିମାଣରେ
ହଳଦୀ ଗୁଣ୍ଡ – ଆବଶ୍ୟକ ପରିମାଣରେ
ଲଙ୍କା ଗୁଣ୍ଡ – ଆବଶ୍ୟକ ପରିମାଣରେ
ଜିରା ଗୁଣ୍ଡ – ଆବଶ୍ୟକ ପରିମାଣରେ
ଧନିଆ ଗୁଣ୍ଡ – ଆବଶ୍ୟକ ପରିମାଣରେ
ଦହି – ୨ ଚାମଚ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ମଟନକୁ ଭଲ ଭାବେ ଧୋଇ ଦିଅନ୍ତୁ। ଗୋଟା ଜିରା, ଧନିଆ, ଡ଼ାଲଚିନି, ବଡ଼ ଅଳେଇଚ, ଗୁଜୁରାତି, ଜାଇତ୍ରି ଫଳରେ ଅଳ୍ପ ପାଣି ଦେଇ ଏହାକୁ ପେଷି ଦିଅନ୍ତୁ। ଏହା ପରେ ଗ୍ୟାସରେ ଏକ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ସେଥିରେ ଗୋଟା ତେଜପତ୍ର, କଟା ପିଆଜ ପକାଇ ଭାଜନ୍ତୁ। କିଛି ସମୟ ଭାଜିବା ପରେ ଏଥିରେ ମଟନ, ଲୁଣ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏଥିରେ ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ଗରମ ମସଲା, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ପକାଇ ଗୋଳାନ୍ତୁ। ଏବେ ଏଥିରେ ଦହି, ପେଷିଥିବା ମସଲା ପକାଇ ଗୋଳାଇ ୨୦ ମିନିଟ ଗ୍ୟାସରେ ବସାନ୍ତୁ। ଏହା ପରେ ଗୋଟା ଜିରା, ଧନିଆ, ଡ଼ାଲଚିନି, ବଡ଼ ଅଳେଇଚ, ଗୁଜୁରାତି, ଜାଇତ୍ରି ଫଳ ପକାଇ କିଛି ପାଣି ଦେଇ ୧୦ ମନିଟ ଫୁଟାନ୍ତୁ। ପ୍ରସ୍ତୁତ ହୋଇଗଲା ମସଲା ମଟନ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories