www.samajalive.in
Tuesday, December 9, 2025
23.1 C
Bhubaneswar

ଏପ୍ରିଲ ୯ରେ ପୁଣି ଓଡିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ବର : ଏପ୍ରିଲ ୯ରେ ପୁଣି ଓଡିଶା ଆସିବେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ । ଦିଗପହଣ୍ଡିରେ ଆୟୋଜିତ ହେବାକୁ ଥିବା ସମାବେଶରେ ରାହୁଲ ଗାନ୍ଧୀ ଯୋଗ ଦେବେ । ରାହୁଲ ଗାନ୍ଧୀଙ୍କ ଓଡିଶା ଗସ୍ତ ନେଇ ରାଜ୍ୟ କଂଗ୍ରେସ ପକ୍ଷରୁ ସୂଚନା ମିଳିଛି ।

ସୂଚନାଯୋଗ୍ୟ, ଏହା ପୂର୍ବରୁ ମାର୍ଚ୍ଚ ୮ ଓ ୧୫ରେ ରାହୁଲ ଗାନ୍ଧୀ ଓଡିଶା ଗସ୍ତରେ ଆସିଥିଲେ । ରାହୁଲ ଗାନ୍ଧୀ ମାର୍ଚ୍ଚ ୮ରେ କୋରାପୁଟ ଜିଲା ଜୟପୁରରେ ମହିଳା ସମାବେଶରେ ଯୋଗ ଦେଇଥିଲେ । ପରେ ମାର୍ଚ୍ଚ ୧୫ରେ ବରଗଡ ସମାବେଶରେ ଯୋଗ ଦେଇଥିଲେ ।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାର୍ଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories