www.samajalive.in
Tuesday, December 9, 2025
16.1 C
Bhubaneswar

ନିର୍ବାଚନୀ ସତ୍ୟପାଠରେ ଅମିତ ଶାହ ତଥ୍ୟ ଲୁଚାଇଥିବା କଂଗ୍ରେସର ଅଭିଯୋଗ; ଖାରଜ କଲେ ନିର୍ବାଚନ ଅଧିକାରୀ

ନୂଆଦିଲ୍ଲୀ: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ନାମାଙ୍କନପତ୍ର ଦାଖଲ ସମୟରେ ନିବାଚନୀ ସତ୍ୟପାଠରେ ତଥ୍ୟ ଲଚୁାଇଥିବା ନେଇ କଂଗ୍ରେସ ଅଭିଯୋଗ କରିଛି। ଏ ନେଇ କଂଗ୍ରେସ ନିର୍ବାଚନ ଆୟୋଗଙ୍କ ନିକଟରେ ଫେରାଦ ହୋଇଛି। ଶାହଙ୍କ ନାମାଙ୍କନକୁ ନାକଚ କରିବା ସହ ନିର୍ବାଚନ ଲଢ଼ିବାକୁ ସେ ଅଯୋଗ୍ୟ ବୋଲି ଘୋଷଣା କରିବାକୁ କଂଗ୍ରେସ ନିର୍ବାଚନ ଆୟୋଗଙ୍କ ନିକଟରେ ଦାବି କରିଛି।

ସୂଚନାଯୋଗ୍ୟ, ଗୁଜରାଟର ଗାନ୍ଧୀନଗର ଲୋକସଭା ଆସନରୁ ଶାହ ନାମାଙ୍କନପତ୍ର ଦାଖଲ କରିଛନ୍ତି। କିନ୍ତୁ ଶାହ ଗାନ୍ଧୀନଗରରେ ଥିବା ତାଙ୍କର ଏକ ପ୍ଲଟ୍‌ର ମୂଲ୍ୟ କମ୍‌ ଦର୍ଶାଇଥିବା କଂଗ୍ରେସ ଅଭିଯୋଗ କରିଛି। କଂଗ୍ରେସ ପ୍ରାର୍ଥୀ ସି. ଜେ. ଚାୱଡା ଶାହଙ୍କୁ ଅଯୋଗ୍ୟ ଘୋଷଣା କରିବାକୁ ଦାବି କରିଛନ୍ତି। ତେବେ ଜିଲା ନିର୍ବାଚନ ଅଧିକାରୀ ଚାୱଡାଙ୍କ ଅଭିଯୋଗକୁ ଖାରଜ କରିଦେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories