www.samajalive.in
Friday, December 12, 2025
14.1 C
Bhubaneswar

୫ଦିନ ପାଇଁ ପୁଲିସ୍‍ ହାଜତରେ ସଇଦ୍‍ ହିଲାଲ୍‍ ଅନ୍ଦ୍ରାବି

ଶ୍ରୀନଗର : ଦକ୍ଷିଣ କାଶ୍ମୀରରେ ୨୦୧୭ ମସିହାରେ ଲେଥପୋରା ସିଆର୍‍ପିଏଫ୍‍ ଶିବିର ଉପରେ ଆକ୍ରମଣ ସହ ସଂପୃକ୍ତ ପାକିସ୍ତାନ ଭିତ୍ତିକ ଆତଙ୍କବାଦୀ ଗୋଷ୍ଠୀ ଜୈସ୍‍-ଇ-ମହମ୍ମଦର ଜଣେ ଆତଙ୍କବାଦୀକୁ ଜାତୀୟ ତଦନ୍ତକାରୀ ସଂସ୍ଥା ଗିରଫ କରିଛି। ଜାମ୍ମୁ ଓ ଶ୍ମୀରର ପୁଲୱାମା ଜିଲ୍ଲାର ବାସିନ୍ଦା ଆତଙ୍କବାଦୀ ସଇଦ୍‍ ହିଲାଲ୍‍ ଅନ୍ଦ୍ରାବିକୁ କୋର୍ଟରେ ହାଜର କରାଯିବା ପରେ ତାକୁ ପାଞ୍ଚ ଦିନ ପାଇଁ ପୁଲିସ୍‍ ହାଜତକୁ ପଠାଇ ଦିଆଯାଇଛି।

Hot this week

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

Related Articles

Popular Categories