www.samajalive.in
Friday, December 12, 2025
26.1 C
Bhubaneswar

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ : ଲୋକସଭା ପାଇଁ ୩୫,ବିଧାନସଭା ପାଇଁ ୨୪୪ ଜଣ ପ୍ରାର୍ଥୀ

ଭୁବନେଶ୍ବର : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟ​​‌ରେ ପ୍ରଚାର ଅଭିଯାନ ଚରମ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟ ପାଇଁ ମଧ୍ୟ ଜୋରଦାର ପ୍ରଚାର ଜାରି ରହିଛି।

ତେବେ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବାକୁଥିବା ଏହି ପର୍ଯ୍ୟାୟ ନିର୍ବାଚନ ପାଇଁ ୫ଟି ଲୋକସଭା ଆସନ ନିମନ୍ତେ ୩୫ ଜଣ ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ୨୪୪ ଜଣ ପ୍ରାର୍ଥୀ ନିର୍ବାଚନ ମୈଦାନରେ ଅଛନ୍ତି।

- Advertisement -

ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା  ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ମତଦାନ ହେବ। ମୋଟ ୯୧୧୭ଟି ବୁଥରେ ୩୯୪୫୦୨୫ ପୁରୁଷ, ୩୭୪୭୪୯୩ ମହିଳା ଭୋଟର ଏବଂ ୬୦୫ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ବୋଟ ୭୬ ଲକ୍ଷ, ୯୩ ହଜାର୧୨୩ ଜଣ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories