www.samajalive.in
Friday, December 12, 2025
14.1 C
Bhubaneswar

ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ପତ୍ନୀଙ୍କ ବିୟୋଗ

ଭୁବନେଶ୍ଵର: ପୁଲିସ ଡିଜି ଡା. ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ପତ୍ନୀ ତୁଷାର ଶର୍ମାଙ୍କ ବିୟୋଗ ଘଟିଛି। ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଛି। ସେ କିଛିଦିନ ହେବ ନିମୋନିଆରେ ଆକ୍ରାନ୍ତ ଥିଲେ। ତାଙ୍କୁ ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ନିଆଯାଇ ସେଠାରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories