www.samajalive.in
Sunday, December 7, 2025
26.1 C
Bhubaneswar

ଆସନ୍ତା କାଲି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା

ଭୁବନେଶ୍ୱର: ନିର୍ବାଚନ ମତଦାନ ପାଇଁ ଆଉ ଅଳ୍ପ ଦିନ ବାକି ରହିଥିଲା ବେଳେ ଓଡ଼ିଶାକୁ କେନ୍ଦ୍ରୀୟ ନେତାଙ୍କ ସୁଅ ଛୁଟିଛି। ବିଶେଷକରି ବିଜେପିର ବରିଷ୍ଠ ନେତାମାନେ ଓଡ଼ିଶା ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ମଙ୍ଗଳବାର ବିଜେପି ଅଧ୍ୟକ୍ଷ ଅମିତ ଶାହା ପୁଣି ଥରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଗତ ରବିବାର ଅମିତ ଶାହା ଓଡ଼ିଶା ଆସି ରାଜ୍ୟ ବିଜେପିର ସଙ୍କଳ୍ପ ପତ୍ର ଉନ୍ମୋଚନ କରିଥିଲେ। ପୁଣି ସେ ମଙ୍ଗଳବାର ଓଡ଼ିଶା ଆସି ପୁରୀ ବଡ଼ଦାଣ୍ଡରୁ ବାହାରି ମାଉସୀ ମା ମନ୍ଦିର ଯାଏଁ ବିଜେପିର ରୋଡ଼ ଶୋ’ରେ ଯୋଗ ଦେବେ ବୋଲି ସୂଚନା ମିଳିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories