www.samajalive.in
Monday, December 8, 2025
20.1 C
Bhubaneswar

ସ୍ତ୍ରୀଙ୍କୁ ହତ୍ୟା କରି ମୃତଦେହ ପୋତିଦେଲେ ସ୍ବାମୀ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅନ୍ତର୍ଗତ ଟିକିଲିପରାରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀକୁ ପିଟି ହତ୍ୟା କରିଛନ୍ତି। ହତ୍ୟା କରିବା ପରେ ମୃତଦେହକୁ ଅଖା ଭିତରେ ଭର୍ତ୍ତି କରି ନିକଟସ୍ଥ ଜଙ୍ଗଲରେ ପୋତି ଦେଇଥିବା ଅଭିଯୁକ୍ତ ସ୍ୱାମୀ କହିଛି। ସୂଚନା ଯୋଗ୍ୟ, ଏହି ହତ୍ୟାକାଣ୍ଡ ତିନି ଦିନ ତଳେ ଘଟିଥିଲା। ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ କଳହ ହୋଇଥିଲା। ରାଗରେ ସ୍ବାମୀ ନିଜ ସ୍ତ୍ରୀକୁ ପିଟି ମାରି ଦେଇଥିଲା। ପରେ ମୃତଦେହକୁ ନିକଟସ୍ଥ ଜଙ୍ଗଲରେ ନେଇ ପୋତି ଦେଇଥିଲା। କୌଣସି ସୂତ୍ରରୁ ସୋମବାର ପୁଲିସ ଘଟଣା ସଂକର୍ପରେ ଜାଣିଲା ପରେ ଅଭିଯୁକ୍ତ ସ୍ବାମୀଙ୍କୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories