www.samajalive.in
Monday, December 8, 2025
20.1 C
Bhubaneswar

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଶେଷ ହେଉଛି ପ୍ରଚାର

ଭୁବନେଶ୍ବର : ଆସନ୍ତା ୧୧ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମଙ୍ଗଳବାର ସନ୍ଧ୍ୟାରେ ପ୍ରଚାର ଶେଷ ହେଉଛି। ସେଥିପାଇଁ ସମସ୍ତ ଦଳର ପ୍ରାର୍ଥୀମାନେ ଜୋରସୋର ପ୍ରଚାରରେ ଲାଗି ପଡିଛନ୍ତି। ଅନେକ ଦଳରେ ପ୍ରଚାର ପାଇଁ ଷ୍ଟାର କ୍ୟାମ୍ପେନର ମାନଙ୍କୁ ମଧ୍ୟ ଦେଖିବାକୁ ମିଳିଛି।

ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକସଭା ଆସନ ଏବଂ ତାହାର ଅଧିନସ୍ଥ ୨୮ଟି ବିଧାନସଭା ଆସନ ପାଇଁ ମତଦାନ ହେବ। ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ୨୬ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଛନ୍ତି। ​ସେମାନଙ୍କ ମଧ୍ୟରେ ୨୪ଜଣ ପୁରୁଷ ଥିବା ବେଳେ ୨ଜଣ ମହିଳା ପ୍ରାର୍ଥୀ ରହିଛନ୍ତି।

- Advertisement -

ସେହିପରି ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନରେ ୧୯୧ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଛନ୍ତି। ସେମାନଙ୍କ ମଧ୍ୟରେ ୧୭୫ ପୁରୁଷ ପ୍ରାର୍ଥୀ ଥିବା ବେଳେ ୧୬ଜଣ ମହିଳା ପ୍ରାର୍ଥୀ ଅଛନ୍ତି।

Hot this week

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories