www.samajalive.in
Wednesday, December 10, 2025
23.1 C
Bhubaneswar

ମଦ ଜବତ କଲା ଫ୍ଲାଇଙ୍ଗ ସ୍କ୍ୱାର୍ଡ

ଟିଟିଲାଗଡ଼ : ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ଲୁଥୁରବନ୍ଧରେ ଗତ ରାତ୍ରିରେ ଫ୍ଲାଇଙ୍ଗ ସ୍କ୍ୱାର୍ଡ ଓ ପୁଲିସ୍ ପକ୍ଷରୁ ଚଢଉ କରାଯାଇ ବିପୁଳ ପରିମାଣର ମଦ ଜବତ କରାଯାଇଥିବା ଜଣାପଡିଛି। ଚଢଉ ସମୟରେ ଗ୍ରାମର ଶାନ୍ତନୁ ସାହୁଙ୍କ ଠାରୁ ୮ଟି ବିୟର କେନ, ୬୬ଟି ବିୟର ବୋତଲ ତଥା ତିନିଟି ହ୍ୱିସ୍କି ବୋତଲ ସହ ବିପୁଳ ପରିମାଣରେ ଦେଶି ମଦ ପାଉଚ ଜବତ କରାଯାଇଥିବା ଜଣାପଡିଛି। ଅପରପକ୍ଷରେ ଫ୍ଲାଇଙ୍ଗ ସ୍କ୍ୱାର୍ଡର ଚଢଉ ନେଇ ବେଆଇନ ମଦ ବେପାରିଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଥିବା ଆଲୋଚନା ହୋଇଛି। ନିର୍ବାଚନ ଅବ୍ୟବହିତ ପୁର୍ବରୁ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ନିୟୋଜିତ ଫ୍ଲାଇଙ୍ଗ ସ୍କ୍ୱାର୍ଡ ଏବଂ ପୁଲିସର ମିଳିତ ଚଢଉ ଜାରି ରହିଛି।

Hot this week

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

Related Articles

Popular Categories