ଆସିକା : ଶେରଗଡ ଥାନା ଶୋଭାଚନ୍ଦ୍ରପୁର ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଶନିବାର ଭୋରରୁ ଏହି ଅଘଟଣ ଘଟିଛି। ବୃଦ୍ଧ ଜଣକ ବିଲକୁ ଯାଇଥିବା ବେଳେ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ବୃଦ୍ଧଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।
Popular Categories



