www.samajalive.in
Saturday, December 6, 2025
26.1 C
Bhubaneswar

ବିଜେପିକୁ ଫେରିବାକୁ ଦିଲ୍ଳୀପଙ୍କୁ ଜୁଏଲଙ୍କ ଆହ୍ବାନ୍

ରାଉରକେଲା : ଦିଲ୍ଲୀପ ରାୟଙ୍କ ସମସ୍ତ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ଗ୍ରହଣ କରିଛନ୍ତି । ଖୁବ୍ ଶୀଘ୍ର ଦ୍ବିତୀୟ ବ୍ରାହ୍ମଣୀସେତୁ ଏବଂ ସୁପର ସ୍ପେଶାଲିଟି ହସ୍ପିଟାଲ କାର୍ଯ୍ୟ ଆରମ୍ଭ ହେବ । ତେଣୁ ଦିଲ୍ଲୀପ ବାବୁଙ୍କୁ ଅନୁରୋଧ କରୁଛି ଯେ, ସେ ପୁଣି ବିଜେପିକୁ ଫେରିଆସି କାମ କରନ୍ତୁ ବୋଲି ରାଉରକେଲାରେ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଜୁଏଲ ଓରାମ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories