www.samajalive.in
Saturday, December 6, 2025
15.1 C
Bhubaneswar

ଏପ୍ରିଲ ୨୯ରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ

ଭୁବନେଶ୍ୱର: ଏପ୍ରିଲ ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ୬ଟି ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ମଧ୍ୟ ନିର୍ବାଚନ ହେବ। ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୫୨ ଜଣ ପ୍ରାର୍ଥୀ ପ୍ରତିନ୍ଦ୍ୱନ୍ଦିତା କରୁଛନ୍ତି। ବିଧାନସଭା ରଣାଙ୍ଗନରେ ୩୪୬ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିନ୍ଦ୍ୱନ୍ଦିତା ହେବ। ସେମାନଙ୍କ ମଧ୍ୟରୁ ୩୧୧ ଜଣ ପୁରୁଷ ଥିବା ବେଳେ ୩୪ ଜଣ ମହିଳା ଓ ୩ଜଣ ତୃତୀୟ ଲିଙ୍ଗ ପ୍ରାର୍ଥୀ ଅଛନ୍ତି।

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଭୋଟ ଗ୍ରହଣ ପାଇଁ ୧୦ ହଜାର ୭୯୨ଟି ବୁଥ କରାଯାଇଥିବା ବେଳେ ମୋଟ ୯୫ ଲକ୍ଷ ୧୪ ହଜାର ୮୮୩ ଜଣ ଭୋଟର ଭୋଟ ଦେବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories