www.samajalive.in
Monday, December 8, 2025
17.1 C
Bhubaneswar

ଆଇପିଏଲ କ୍ରିକେଟ୍-୨୦୧୯: ଆଜି ମୁମ୍ବଇ ବନାମ ବାଙ୍ଗାଲୋର

ମୁମ୍ବଇ : ଆଇପିଏଲ-୨୦୧୯ର ଆଜି(ସୋମବାର) ମ୍ୟାଚରେ ମୁମ୍ବଇର ୱାଙ୍ଖେଡେ ଷ୍ଟାଡିୟମରେ ମୁମ୍ବଇ ଇଣ୍ଡିଆନସ୍ ଓ ରୟାଲ ଚ୍ୟାଲେଞ୍ଜରସ୍ ବାଙ୍ଗାଲୋର ମଧ୍ୟରେ ୩୧ତମ ମୁକାବିଲା ଅନୁଷ୍ଠିତ ହେବ । ରାତି ୮ଟାରେ ଏହି ମ୍ୟାଚ ଖେଳାଯିବ।

ଏପର୍ଯ୍ୟନ୍ତ ମୁମ୍ବଇ ଇଣ୍ଡିଆନସ୍ ୭ଟି ମ୍ୟାଚ ଖେଳିଥିଲାବଳେ ସେଥିରୁ ୪ଟିରେ ବିଜୟ ଲାଭ କରିଛି। ଏଥିସହିତ ଦଳ ପଏଣ୍ଟସ୍ ଟେବୁଲର ୮ପଏଣ୍ଟସ୍ ସହ ଚତୁର୍ଥ ସ୍ଥାନରେ ରହିଛି। ଅନ୍ୟପକ୍ଷରେ ରୟାଲ ଚ୍ୟାଲେଞ୍ଜରସ୍ ବାଙ୍ଗାଲୋର ୭ଟି ମ୍ୟାଚ ଖେଳି ସେଥିରୁ ଗୋଟିଏ ମ୍ୟାଚରେ ବିଜୟୀ ହୋଇ ୨ ପଏଣ୍ଟସ୍ ସହ ୮ମ ସ୍ଥାନରେ ରହିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories