www.samajalive.in
Friday, December 12, 2025
16.1 C
Bhubaneswar

ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ , ୪୩.୭ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ୱର ..- ଏବେ ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ରାଜଧାନୀ ଭୁବନେଶ୍ୱର ମଙ୍ଗଳବାରରେ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ହୋଇଛି । ପ୍ରବଳ ଖରା ସହ ଗରମ ହାଓ୍ୱା ସାଧାରଣ ଜୀବନ ଯାତ୍ରାକୁ ପ୍ରଭାବିତ କରିଛି । ମଧ୍ୟାହ୍ନ ପରେ ଘରୁ ବାହାରକୁ ବାହାରିବା ଏକ ପ୍ରକାର କଷ୍ଟକର ବ୍ୟାପାର ହୋଇଯାଇଥିଲା ।

ମଙ୍ଗଳବାରରେ ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୩.୭ ଡିଗ୍ରୀ ରେକର୍ଡ କରାଯାଇଛି । ଅନୁଗୁଳରେ ତାପମାତ୍ରା ୪୨.୭ ଡିଗ୍ରୀ ରେକର୍ଡ କରାଯାଇଛି । ଟିଟିଲାଗଡରେ ୪୨ ଡିଗ୍ରୀ , କଟକରେ ୪୧.୧ ଡିଗ୍ରୀ, ମାଲକାନଗିରିରେ୪୦.୮ ଡିଗ୍ରୀ ଚାନ୍ଦବାଲିରେ ୪୦.୫ ଡିଗ୍ରୀ, ଝାରସୁଗୁଡାରେ ୪୦ ଡିଗ୍ରୀ , ତାଳଚେରରେ ୪୩.୩ ତାପମାତ୍ରା ରେକର୍ଡ କରାଯାଇଛି ।

- Advertisement -

ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଥିବାରୁ ୧୮ ତାରିଖରୁ  ରାଜ୍ୟ ସରକାର ସ୍କୁଲମାନଙ୍କର ଖରା ଛୁଟି ଘୋଷଣା କରିଛନ୍ତି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories