www.samajalive.in
Wednesday, December 10, 2025
17.1 C
Bhubaneswar

ଅଗ୍ନିକାଣ୍ଡରେ ବୃଦ୍ଧା ଗୁରୁତର

ଘସିପୁରା : କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ଇନ୍ଦୁପୁରା ଗ୍ରାମରେ ରୋଷେଇ କରୁଥିବା ବେଳେ ଅଗ୍ନି କାଣ୍ଡ ଘଟିବାରୁ ଜଣେ ବୃଦ୍ଧା ପୋଡିହୋଇ ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତର ଅବସ୍ଥାରେ ବୃଦ୍ଧାଙ୍କୁ କଟକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

ସୂଚନା ଅନୁସାରେ,  ଘସିପୁରା ଥାନା ଇନ୍ଦୁପୁରା ଗ୍ରାମର ବୃଦ୍ଧା ଶଶି ଦାସ ନିଜ ଘରେ ରୋଷେଇ କରୁଥିବା ବେଳେ ହଠାତ୍‌ କୈଣସି କାରଣରୁ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ବୃଦ୍ଧାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଘସିପୁରା ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories