www.samajalive.in
Thursday, December 11, 2025
18.1 C
Bhubaneswar

ପୋଲିଂ ଗାଡିକୁ ଜାଳି ଦେଲେ ଦୁର୍ବୃତ୍ତ ; ମାଓବାଦୀଙ୍କ ହାତ ଥିବା ନେଇ ସନ୍ଦେହ

ଫୁଲବାଣୀ : ଫିରିଙ୍ଗିଆ ଥାନା ମୁଙ୍ଗୁନିପଦର ବୁଥ୍‌କୁ ଯାଉଥିବା ବେଳେ ପୋଲିଂ ଗାଡିକୁ ଦୁର୍ବୃତ୍ତମାନେ ଜାଳି ଦେଇଛନ୍ତି। ଉକ୍ତ ଗାଡିରେ ପୋଲିଂ କର୍ମଚାରୀମାନେ ଯାଉଥିଲେ। ଦୁର୍ବୃତ୍ତମାନେ ପୋଲିଂ କର୍ମଚାରୀଙ୍କୁ ବାହାରକୁ ଡାକି ଆଣି ଗାଡିଟିକୁ ଜାଳି ଦେଇଛନ୍ତି। ଏଥିରେ ସମସ୍ତ ପୋଲିଂ କର୍ମଚାରୀ ସୁରକ୍ଷିତ ଥିବା ଜଣାପଡିଛି। ତେବେ ଏହା ମାଓ ପ୍ରବଣ ଅଞ୍ଚଳ ହୋଇଥିବାରୁ ଆକ୍ରମଣରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି।

Hot this week

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

Related Articles

Popular Categories