www.samajalive.in
Friday, December 12, 2025
17.1 C
Bhubaneswar

ଲକ୍ଷ୍ନୌ ଲୋକସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ଶତ୍ରୁଘ୍ନ ସିହ୍ନାଙ୍କ ପତ୍ନୀ

ଲକ୍ଷ୍ନୌ : ଲକ୍ଷ୍ନୌ ଲୋକସଭା ଆସନ ପାଇଁ କଂଗ୍ରେସ ନେତା ତଥା ବଲିଉଡ଼ ଅଭିନେତା ଶତ୍ରୁଘ୍ନ ସିହ୍ନାଙ୍କ ପତ୍ନୀ ତଥା ଏସ୍‍ପି-ବିଏସ୍‍ପି ମେଣ୍ଟ ପ୍ରାର୍ଥିନୀ ପୁନମ ସିହ୍ନା ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।
ପୁନମ ସିହ୍ନା ମଙ୍ଗଳବାର ସମାଜବାଦୀ ପାର୍ଟି (ଏସ୍‍ପି)ରେ ଯୋଗଦେଇଥିଲେ। ଏହି ଆସନରେ ପୁନମଙ୍କ ଲଢେଇ ସିଧାସଳଖ ଭାବେ ବିଜେପି ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂହ ଏବଂ କଂଗ୍ରେସ ପ୍ରାର୍ଥୀ ପ୍ରମୋଦ କୃଷ୍ଣମଙ୍କ ସହ ହେବ। ଏକ ରୋଡ଼ ଶୋରେ ଯାଇ ପୁନମ ନାମାଙ୍କନ ଦାଖଲ କରିଥିଲେ। ଏହି ରୋଡ଼ ଶୋରେ ପୁନମଙ୍କ ସହ ଏସ୍‍ପି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ପତ୍ନୀ ଡିମ୍ପଲ ଯାଦବ ସାମିଲ ହୋଇଥିଲେ। ପୁନମଙ୍କ ସ୍ୱାମୀ ଶତ୍ରୁଘ୍ନ ସିହ୍ନା ମଧ୍ୟ ଏଥିରେ ସାମିଲ ହୋଇଥିଲେ। ଲକ୍ଷ୍ନୌ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ସେ ନାମାଙ୍କନ ଦାଖଲ କରିଥିଲେ । ଏସ୍‍ପିର ସାମିଲ ହେବା ପରେ ବୁଧବାର ପୁନମଙ୍କ ପ୍ରାର୍ଥିତ୍ୱ ନେଇ ଅଖିଳେଶ ଯାଦବ ଘୋଷଣା କରିଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories