www.samajalive.in
Saturday, December 13, 2025
14.1 C
Bhubaneswar

ବକେୟା ଦରମା ଦାବିରେ ସଫେଇ କର୍ମଚାରୀଙ୍କ ରାସ୍ତାରୋକ

ଭୁବନେଶ୍ବର : ଭୁବନେଶ୍ବର ବିଏମ୍‌ସିର ଠିକା ସଫେଇ କର୍ମଚାରୀମାନେ ବକେୟା ଦରମା ଦାବିରେ ଶୁକ୍ରବାର ସକାଳେ ରାସ୍ତାରୋକ କରିଛନ୍ତି। ସେମାନଙ୍କୁ ବକେୟା ଦରମା ନ ମିଳିବାରୁ ଆଜି ଜୟଦେବବ ବିହାର ଛକ ଠାରେ ରାସ୍ତାରୋକ କରିଥିଲେ। ଫଳରେ ଗାଡି ଚଳାଚଳ ବାଧା ପ୍ରାପ୍ତ ହୋଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସଫେଇ କର୍ମଚାରୀଙ୍କୁ ରାସ୍ତାରୁ ଉଠାଇ ଥିଲା। ଏହାପରେ ଗାଡି ଚଳାଚଳ ସ୍ବାଭାବିକ ହୋଇଥିଲା। ତେବେ ସଫେଇ କର୍ମଚାରୀମାନେ ଏକ ଠିକା ସଂସ୍ଥା ଅଧୀନରେ କାମ କରୁଥିବା ଜଣାପଡିଛି।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories