www.samajalive.in
Sunday, December 14, 2025
26.1 C
Bhubaneswar

ମାଓ ପୋଷ୍ଟର ଜବତ

ଜୟପୁର: କୋରାପୁଟ ଜିଲ୍ଲା ବୈପାରୀଗୁଡା ଅଂଚଳରେ ମାଓ ପୋଷ୍ଟର ଜବତ ହୋଇଛି । ଦଣ୍ଡାବାଡି ଗ୍ରାମର ୫ ଜଣ ବ୍ୟକ୍ତିଙ୍କୁ ମାଓବାଦୀମାନେ ମୃତ୍ୟୁଦଣ୍ଡ ଧମକ ଦେଇଥିବା ଏହି ପୋଷ୍ଟରରେ ଉଲ୍ଲେଖ ରହିଛି । ଏତିରେ ବିକାଶ ନାଁରେ ବିନାଶ ହେଉଥିବା ମାଓ ସଂଗଠନ ପକ୍ଷରୁ ଅଭିଯୋଗ ହୋଇଛି । ମାଲକାନଗିରି-କୋରାପୁଟ-ବିଶାଖାପାଟଣା ଡିଭିଜନ ପକ୍ଷରୁ ଏହି ପୋଷ୍ଟର ଲଗାଯାଇ ଥିବା ଅନୁମାନ କରାଯାଉଛି ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories