www.samajalive.in
Monday, December 8, 2025
20.1 C
Bhubaneswar

ବିଜେଡି କର୍ମୀଙ୍କୁ ଭୁଜାଲିରେ ଆକ୍ରମଣ ଅଭିଯୋଗ

ସୋର : ବାହାନଗା ବ୍ଲକ ଉପରଆଡିଆ ଗ୍ରାମରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଦଳୀୟ ପୋଷ୍ଟର ନେଇ ଆସୁଥିବା ବେଳେ ଜଣେ ବିଜେଡି କର୍ମୀଙ୍କୁ ଭୁଜାଲିରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଭୁଜାଲି ମାଡରେ ବିଜେଡି କର୍ମୀ ଗୁରୁତର ହୋଇଥିବା ଜଣାପଡିଛି। ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ବାଲେଶ୍ବର ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଆକ୍ରମଣ କରିଥିବା ଯୁବକ ବିରୋଧୀ ଦଳର ହୋଇଥିବା ଅଭିଯୋଗ ହୋଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories