www.samajalive.in
Tuesday, December 9, 2025
17.1 C
Bhubaneswar

ବାଇକରୁ ୧୫ ଲକ୍ଷ ଟଙ୍କା ଜବତ

ପୁରୀ : ପୁରୀ ଜିଲା ବ୍ରହ୍ମଗିରିରେ ରବିବାର ବାଇକରୁ ୧୫ ଲକ୍ଷ ଟଙ୍କା ଜବତ ହୋଇଛି। ଗାଡ଼ି ଯାଞ୍ଚ ବେଳେ ଫ୍ଲାଇଙ୍ଗ ସ୍କ୍ୱାର୍ଡ଼ ଦ୍ୱାରା ଏହି ଟଙ୍କା ଜବତ ହୋଇଛି। ଟଙ୍କା କେଉଁଆଡ଼େ ଯାଉଥିଲା ସେନେଇ ପଚରାଉଚରା ଜାରି ରହିଛି। ସୂଚନା ଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନ ପାଇଁ ଆଚରଣ ବିଧି ଉଲଙ୍ଘନକୁ ଦୃଷ୍ଟିରେ ରଖି ସମସ୍ତ ଅଞ୍ଚଳରେ ଯାଞ୍ଚ ଚାଲିଛି। ନିର୍ବାଚନ ନିକଟତର ହେଉଥିବା ବେଳେ ପ୍ରତିଦିନ ଗାଡ଼ିରୁ ଟଙ୍କା ଜବତ ହେଉଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories