ବାଙ୍କୀ : ବାଙ୍କୀ ସ୍ଥିତ ତୁଳସୀପୁର ଗଉଡସାହିରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୬ ବଖରା ଭସ୍ମୀଭୂତ ହୋଇଯାଇଛି। ଏହାସହ ଲକ୍ଷାଧିକ ଟଙ୍କା ସମ୍ପତ୍ତି ମଧ୍ୟ ପୋଡି ପାଉଁଶ ହୋଇଯାଇଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି।
Popular Categories



