www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରମୁଖ ନେତାଙ୍କ ମତଦାନ

ଭୁବନେଶ୍ୱର : ରାଜ୍ୟର ୬ଟି ଲୋକସଭା ନିର୍ବାଚନ ମଣ୍ଡଳୀ ଓ ୪୨ଟି ବିଧାନସଭା ଆସନ ପାଇଁ ମଙ୍ଗଳବାର ମତଦାନ ଜାରି ରହିଥିବା ​‌ବେଳେ ବହୁ ହେଭିୱେଟ୍‌ ନେତାମାନେ ମତଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ ଆଇଏଏସ୍‌ ତଥା ଭୁବନେଶ୍ୱର ବିଜେପି ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ,ସିପିଆଇଏମ ରୁ ଜନାର୍ଦନ ପତି, ସମ୍ବଲପୁର ବିଜେପି ପ୍ରାର୍ଥୀ ଜୟନାରାୟଣ ମିଶ୍ର, ବିଜେଡିରୁ ଡା. ରାସେଶ୍ବରୀ ପାଣିଗ୍ରହୀ ପ୍ରମୁଖ ନିଜର ମତ ସାବ୍ୟସ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ମତଦାନ କରିଛନ୍ତି । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୁଳ ଜିଲ୍ଲା ତାଳଚେରରେ ଭୋଟ୍‌ ଦେଇଛନ୍ତି ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories