www.samajalive.in
Wednesday, December 10, 2025
26.1 C
Bhubaneswar

ପ୍ରଥମ ଥର ପାଇଁ କିନ୍ନର ଭୂମିକାରେ ଅଭିନୟ କରିବେ ଅମିତାଭ୍‍

ମୁମ୍ବଇ : ବଲିଉଡ଼ ବିଗ୍‍ ବି ଅମିତାଭ ବଚ୍ଚନ ପ୍ରଥମ ଥର ପାଇଁ କିନ୍ନର ଭୂମିକାରେ ନଜର ଆସିବେ। ୨୦୧୧ରେ ମୁକ୍ତିଲାଭ କରିଥିବା ହରର୍‍-କମେଡ଼ି ତାମିଲ ଚଳଚ୍ଚିତ୍ର ‘ମୁନୀ ୨: କଞ୍ଚନା’ର ହିନ୍ଦୀ ରିମେକରେ ସେ କିନ୍ନର କଞ୍ଚନା ଭୂମିକାରେ ଅଭିନୟ କରିବେ ବୋଲି ସୂଚନା ମିଳିଛି। ଏଥିରେ ଅକ୍ଷୟ କୁମାରଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିିଳିବ। ଯାହା ଉପରେ କଞ୍ଚନାର ଆତ୍ମା ସବାର ହେଉଛି ଓ ନିଜ ମୃତ୍ୟୁର ପ୍ରତିଶୋଧ ନେବା ତା’ର ଲକ୍ଷ୍ୟ ରହିଛି। ସୂଚନା ଅନୁସାରେ, ଅକ୍ଷୟ କୁମାର ଚଳଚ୍ଚିତ୍ରର ଶୁଟିଂ ଆରମ୍ଭ କରିଦେଇଛନ୍ତି। ‘କଞ୍ଚନା’ର ହିନ୍ଦୀ ଭର୍ସନର ନାଁ ‘ଲକ୍ଷ୍ମୀ’ ରଖାଯାଇପାରେ। ଚଳଚ୍ଚିତ୍ରର କାହାଣୀରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ଏଥିରେ କିୟାରା ଆଡ଼ଭାନୀଙ୍କୁ ଅକ୍ଷୟଙ୍କ ପତ୍ନୀ ଭୂମିକାରେ ଦେଖିବାକୁ ମିଳିବ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories