www.samajalive.in
Tuesday, December 9, 2025
15.1 C
Bhubaneswar

ଉତ୍କଳ ବିଶ୍ୱ ବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟାଳୟ ଘେରାଉ କଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଉତ୍କଳ ବିଶ୍ୱ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଗୁରୁବାର କୁଳପତିଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ପାଠ୍ୟକ୍ରମ ସରି ନ ଥିବା ସତ୍ତ୍ବେ ଆସନ୍ତା ୪ ତାରିଖରେ ପରୀକ୍ଷା ପାଇଁ ନୋଟିସ ପ୍ରକାଶ କରାଯିବାରୁ ଛାତ୍ରଛାତ୍ରୀମାନେ ଏହାର ପ୍ରତିବାଦ କରିଛନ୍ତି। ତେବେ ଛାତ୍ରଛାତ୍ରୀଙ୍କ ଦାବି ଉପରେ ବିଚାର କରାଯିବ ବୋଲି ପରୀକ୍ଷା ନିୟନ୍ତ୍ରକ କହିଥିବା ଜଣାପଡ଼ିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories