www.samajalive.in
Saturday, December 13, 2025
14.1 C
Bhubaneswar

ଶୀତଳ ଭଣ୍ଡାରରୁ ଆମୋନିଆ ଗ୍ୟାସ୍‍ ଲିକ୍‍ ; ସ୍ଥାନୀୟ ଲୋକଙ୍କ ରାସ୍ତାରୋକ

ବାଲେଶ୍ୱର : ବାଲେଶ୍ୱର ଓଟି ରୋଡ଼ରେ ଥିବା ଶୀତଳ ଭଣ୍ଡାରରୁ ଗୁରୁବାର ଆମୋନିଆ ଗ୍ୟାସ୍‍ ଲିକ୍‍ ହୋଇଥିବା ଅଭିଯୋଗ ହୋଇଛି। ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଗ୍ୟାସ ଲିକ୍‍ ବନ୍ଦ କରିଥିଲେ। ଅଗ୍ନି ନିରାପତ୍ତା ବ୍ୟବସ୍ଥା ନଥିବା ପ୍ରତିବାଦରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି।

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories