www.samajalive.in
Monday, December 8, 2025
27.1 C
Bhubaneswar

ଭୁବନେଶ୍ଵର ଲୋକସଭା ପ୍ରାର୍ଥୀ ଅରୂପଙ୍କ ନାମରେ ଅଭିଯୋଗ

ଭୁବନେଶ୍ବର : ଭୁବନେଶ୍ବର ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକଙ୍କ ନାମରେ ସଙ୍ଗୀନ ଅଭିଯୋଗ ହୋଇଛି । ଅରୂପ ସରକାରୀ କଳକୁ ଅପବ୍ୟବହାର କରୁଥିବା ଅଭିଯୋଗ ହୋଇଛି । ବିଜୁ ଯୁବ ବାହିନୀକୁ ଏକାଠି କରି ଦଳୀୟ ପ୍ରଚାର କାର୍ଯ୍ୟରେ ଲଗାଉଥିବା ଅଭିଯୋଗରେ ଦର୍ଶାଯାଇଛି । କେନ୍ଦ୍ରପଡା ବିଧାନସଭା ବିଜେପି ପ୍ରାର୍ଥୀ ସୁନାକର ବେହେରା ଏହି ଅଭିଯୋଗ ଆଣିଛନ୍ତି । ଏହା ସହ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ସୁନାକର ବେହେରା ଦାବି କରିଛନ୍ତି । ହେଲେ ଏନେଇ ଅରୂପଙ୍କ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।

 

- Advertisement -

ସୂଚନାଯୋଗ୍ୟ, ବିଜୁ ଯୁବ ବାହିନୀ ରାଜ୍ୟ ସରକାରଙ୍କ ଏକ ସରକାରୀ ଯୋଜନା । ପୂର୍ବରୁ ଅରୂପ ପଟ୍ଟନାୟକ ବିଜୁ ଯୁବ ବାହିନୀ ମୁଖ୍ୟ ଦାୟିତ୍ବରେ ଥିଲେ । ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା ପାଇଁ ସେ ବିଜୁ ଯୁବ ବାହିନୀ ଛାଡିଥିଲେ ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories