www.samajalive.in
Wednesday, December 10, 2025
14.1 C
Bhubaneswar

ଗ୍ୟାସ୍ ଡିପୋ ପରିସରରେ ଅଗ୍ନିକାଣ୍ଡ

ଖୋର୍ଦ୍ଧା : ଜଟଣୀର ଏକ ଗ୍ୟାସ୍ ଡିପୋ ପରିସରରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଡିପୋ ପରିସରରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମର ଜଳି ଯାଇଛି । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ଗ୍ୟାସ୍ ଡିପୋରେ ନିଆଁ ଲିଭାଇବାର ବ୍ୟବସ୍ଥା ନଥିବାରୁ ସ୍ଥାନୀୟଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଏହାର ପ୍ରତିବାଦରେ ସ୍ଥାନୀୟ ଲୋକ ରାସ୍ତାରୋକ କରିଛନ୍ତି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories