www.samajalive.in
Monday, December 8, 2025
27.1 C
Bhubaneswar

ଗଛରେ ପିଟି ହେଲା କାର, ଜଣେ ମୃତ

ରାୟଗଡା : ଗଛରେ କାର ପିଟି ହୋଇଯିବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏହି ଦୁର୍ଘଟଣା ଗୁଣୁପୁର ସ୍ଥିତ ଗୁମୁଡା ଛକ ନିକଟରେ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ଠିକାଦାର ଅଟନ୍ତି।

ସୂଚନାଯୋଗ୍ୟ ଯେ, କାରଟି ବ୍ରହ୍ମପୁରରୁ ରାୟଗଡା ଫେରୁଥିବା ବେଳେ ଗୁମୁଡା ଛକ ନିକଟରେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ଯାଇଥିଲା। ଫଳରେ ଜଣେ ଠିକାଦାରଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା। କାରର ଡ୍ରାଇଭର ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡିଛି।

Hot this week

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

Related Articles

Popular Categories