www.samajalive.in
Saturday, December 13, 2025
23.1 C
Bhubaneswar

୮ଟି ଜିଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲାରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସୂଚନା ଅନୁସାରେ ଅପରାହ୍ନରେ ରାଜ୍ୟର ୯ଟି ଜିଲାରେ କାଳବେଶାଖୀ ଜନିତ ଝଡପବନ ସହ ବର୍ଷା ଓ ବଜ୍ରପାତର ଆଶଂକା ରହିଛି। ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡା, ମୟୁରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଜାରି କରାଯାଇଛି। ଏଥିସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବଜ୍ରାପାତର ଆଶଙ୍କା ରହିଛି। ସୂଚନାଯୋଗ୍ୟ ଯେ ଶୁକ୍ରବାର ସର୍ବୋଚ୍ଚ ତାପମାତ୍ରା ୪୪.୦ ଡିଗ୍ରି ଟିଟଲାଗଡ ରେକର୍ଡ ସୃଷ୍ଟି କରିଥିଲା।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories